Online Bible

- Reklamy -




ଗୀତସଂହିତା 148:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Viz kapitola kopírovat

ଓଡିଆ ବାଇବେଲ

14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Viz kapitola kopírovat

ପବିତ୍ର ବାଇବଲ

14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ, ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।

Viz kapitola kopírovat




ଗୀତସଂହିତା 148:14

Následuj nás:

Reklamy


Reklamy