ଗୀତସଂହିତା 149:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; Viz kapitolaପବିତ୍ର ବାଇବଲ (Re-edited) - (BSI)5 ଭକ୍ତଗଣ ଗୌରବରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ଵରଙ୍କ ଉଚ୍ଚ ପ୍ରଶଂସା ଥାଉ; Viz kapitolaଓଡିଆ ବାଇବେଲ5 ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; Viz kapitolaପବିତ୍ର ବାଇବଲ5 ପରମେଶ୍ୱରଙ୍କ ଅନୁସରଣକାରୀ ତୁମ୍ଭେମାନେ ଗୌରବରେ ଆନନ୍ଦ କର! ଆପଣା ଶଯ୍ୟା ଉପରେ ମଧ୍ୟ ଆନନ୍ଦର ସହ ଗାନ କର। Viz kapitola |