ଗୀତସଂହିତା 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ। Viz kapitolaଓଡିଆ ବାଇବେଲ3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ। Viz kapitolaପବିତ୍ର ବାଇବଲ3 ସଦାପ୍ରଭୁ ଯାହାକିଛି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି, ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ। ସଦାପ୍ରଭୁ ପ୍ରକୃତରେ ଦେଖାଇ ଦିଅନ୍ତି ଯେ ସେ ସେମାନଙ୍କୁ ଭଲ ପାଆନ୍ତି। Viz kapitola |