Online Bible

- Reklamy -




ଗୀତସଂହିତା 17:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ଵାରା ଲୋକମାନଙ୍କ-ଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।

Viz kapitola kopírovat

ଓଡିଆ ବାଇବେଲ

14 ହେ ସଦାପ୍ରଭୁ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯା’ନ୍ତି।

Viz kapitola kopírovat

ପବିତ୍ର ବାଇବଲ

14 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।

Viz kapitola kopírovat




ଗୀତସଂହିତା 17:14

Následuj nás:

Reklamy


Reklamy