ଗୀତସଂହିତା 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆହେ ସ୍ଵଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ଵଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର। Viz kapitolaଓଡିଆ ବାଇବେଲ7 ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର। Viz kapitolaପବିତ୍ର ବାଇବଲ7 ପରମେଶ୍ୱର ତୁମ୍ଭର ଅଦ୍ଭୂତ କରୁଣା ଦେଖାଅ ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର। ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର। ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର। ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ। Viz kapitola |