Online Bible

- Reklamy -




ଗୀତସଂହିତା 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସଦାପ୍ରଭୁ ମଧ୍ୟ ଆକାଶମଣ୍ତଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ; (ତାହା) ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର।

Viz kapitola kopírovat

ଓଡିଆ ବାଇବେଲ

13 ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।

Viz kapitola kopírovat

ପବିତ୍ର ବାଇବଲ

13 ସଦାପ୍ରଭୁ ଆକାଶ ମଧ୍ୟରୁ ଗର୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।

Viz kapitola kopírovat




ଗୀତସଂହିତା 18:13

Následuj nás:

Reklamy


Reklamy