Online Bible

- Reklamy -




ଗୀତସଂହିତା 18:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋʼ ପରମେଶ୍ୱର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ଵଳାଇବ; ସଦାପ୍ରଭୁ ମୋʼ ପରମେଶ୍ଵର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ।

Viz kapitola kopírovat

ଓଡିଆ ବାଇବେଲ

28 ଯେଣୁ ତୁମ୍ଭେ ମୋ’ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋ’ ପରମେଶ୍ୱର ମୋ’ ଅନ୍ଧକାରକୁ ଆଲୁଅମୟ କରିବେ।

Viz kapitola kopírovat

ପବିତ୍ର ବାଇବଲ

28 ହେ ସଦାପ୍ରଭୁ, ତୁମ୍ଭେ ମୋର ଦୀପକୁ ଆଲୋକିତ କର। ମୋ’ ଚତୁର୍ଦ୍ଦିଗରେ ଥିବା ଅନ୍ଧକାରକୁ ଦୂର କର।

Viz kapitola kopírovat




ଗୀତସଂହିତା 18:28

Následuj nás:

Reklamy


Reklamy