ଗୀତସଂହିତା 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଲାବନ ମୋତେ ଭୟଗ୍ରସ୍ତ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା। Viz kapitolaଓଡିଆ ବାଇବେଲ4 ମୃତ୍ୟୁୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା। Viz kapitolaପବିତ୍ର ବାଇବଲ4 ମୋର ଶତ୍ରୁମାନେ ଯେତେବେଳେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ, ମୃତ୍ୟୁର ରଶି ମୋତେ ସେତେବେଳେ ବାନ୍ଧିବାକୁ ଯାଉଥିଲା ମୋର ଗ୍ଭରିଆଡ଼ୁ। ମୁଁ ବନ୍ୟାରେ କବଳିତ ହୋଇ ମୃତ୍ୟୁ ଆଡ଼କୁ ଭାସି ଗ୍ଭଲିଥିଲି, Viz kapitola |