ଗୀତସଂହିତା 18:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)49 ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି। Viz kapitolaଓଡିଆ ବାଇବେଲ49 ଏହେତୁ, ହେ ସଦାପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି। Viz kapitolaପବିତ୍ର ବାଇବଲ49 ହେ ସଦାପ୍ରଭୁ, ସେଥିପାଇଁ ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରେ। ସେହି କାରଣରୁ ତୁମ୍ଭ ନାମରେ ଜୟଗାନ କରି ଗୀତ ବୋଲେ। Viz kapitola |