Online Bible

- Reklamy -




ଗୀତସଂହିତା 19:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।

Viz kapitola kopírovat

ଓଡିଆ ବାଇବେଲ

14 ହେ ସଦାପ୍ରଭୁ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋ’ ମୁଖର ବାକ୍ୟ ଓ ମୋ’ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।

Viz kapitola kopírovat

ପବିତ୍ର ବାଇବଲ

14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ। ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ। ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।

Viz kapitola kopírovat




ଗୀତସଂହିତା 19:14

Následuj nás:

Reklamy


Reklamy