ଗୀତସଂହିତା 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 କେହି କେହି ରଥରେ ଓ କେହି କେହି ଅଶ୍ଵରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମ କୀର୍ତ୍ତନ କରିବା। Viz kapitolaଓଡିଆ ବାଇବେଲ7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ। Viz kapitolaପବିତ୍ର ବାଇବଲ7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି। ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ। Viz kapitola |