ଗୀତସଂହିତା 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। [ସେଲା] Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ଓଷ୍ଠାଧରର ନିବେଦନ ଅସ୍ଵୀକାର କରି ନାହଁ। [ସେଲା Viz kapitolaଓଡିଆ ବାଇବେଲ2 ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। [ସେଲା] Viz kapitolaପବିତ୍ର ବାଇବଲ2 ତୁମ୍ଭେ ସେହି ରାଜାକୁ ଯାହା ସେ ଗ୍ଭହେଁ ପ୍ରଦାନ କର। ହେ ସଦାପ୍ରଭୁ, ସେହି ରାଜା ତୁମ୍ଭ ନିକଟରୁ କିଛି ଗ୍ଭହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ। ସେଲା Viz kapitola |