ଗୀତସଂହିତା 21:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟି ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ଵଳିତ ଭାଟୀ ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁଗ୍ରାସ କରିବେ, ପୁଣି ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ। Viz kapitolaଓଡିଆ ବାଇବେଲ9 ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ। Viz kapitolaପବିତ୍ର ବାଇବଲ9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜ୍ୱଳନ୍ତ ଚୁଲ୍ଲୀ ତୁଲ୍ୟ କରିବ, ଯେତେବେଳେ ତୁମ୍ଭେ ତାଙ୍କୁ ସାହାଯ୍ୟ କରିବା ପାଇଁ ଆସ, ଏବଂ ତାଙ୍କ କ୍ରୋଧରେ ସେ ସମ୍ପୂର୍ଣ୍ଣ ଭାବରେ ସେମାନଙ୍କୁ ଧ୍ୱଂସ କରିବେ। Viz kapitola |