ଗୀତସଂହିତା 22:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପୃଥିବୀସ୍ଥ ପୁଷ୍ଟ ଲୋକସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। Viz kapitolaଓଡିଆ ବାଇବେଲ29 ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। Viz kapitolaପବିତ୍ର ବାଇବଲ29 ବଳଶାଳୀ, ସ୍ୱାସ୍ଥ୍ୟବାନ୍ ଲୋକମାନେ ଭୋଜନ କରି ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବେ। ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ୟୁବରଣ କରିବେ ଓ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି ପରମେଶ୍ୱରଙ୍କ ସମ୍ମୁଖରେ ନତ ମସ୍ତକ ହେବେ। Viz kapitola |