ଗୀତସଂହିତା 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ଵାସ କଲେ; ସେମାନେ ବିଶ୍ଵାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Viz kapitolaଓଡିଆ ବାଇବେଲ4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Viz kapitolaପବିତ୍ର ବାଇବଲ4 ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ୱାସ କରିଥିଲେ। ହଁ ସେମାନେ ତୁମ୍ଭକୁ ବିଶ୍ୱାସ କରୁଥିଲେ। ହେ ପରମେଶ୍ୱର, ତୁମ୍ଭେ ହିଁ ସେମାନଙ୍କୁ ଉଦ୍ଧାର କରିଅଛ। Viz kapitola |