ଗୀତସଂହିତା 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ଵାସ ଜନ୍ମାଇଅଛ। Viz kapitolaଓଡିଆ ବାଇବେଲ9 ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ। Viz kapitolaପବିତ୍ର ବାଇବଲ9 ହେ ପରମେଶ୍ୱର, ସତ୍ୟ କଥା ଏହି, ତୁମ୍ଭେ ହେଉଛ ଏକମାତ୍ର ଯାହା ଉପରେ ମୁଁ ପ୍ରକୃତରେ ନିର୍ଭରଶୀଳ। ତୁମ୍ଭେ ମୋର ଯତ୍ନ ନେଇଛ, ଯେଉଁ ଦିନରୁ ମୁଁ ଜନ୍ମଲାଭ କରିଛି। ତୁମ୍ଭେ ମୋତେ ସୁରକ୍ଷା ତଥା ବିଶ୍ୱାସ ପ୍ରଦାନ କରିଛ, ଯେବେଠୁଁ ମୁଁ ଏକ ଛୋଟ ପିଲା ଥିଲି। Viz kapitola |