Online Bible

- Reklamy -




ଗୀତସଂହିତା 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି।

Viz kapitola kopírovat

ଓଡିଆ ବାଇବେଲ

4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।

Viz kapitola kopírovat

ପବିତ୍ର ବାଇବଲ

4 ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।

Viz kapitola kopírovat




ଗୀତସଂହିତା 23:4

Následuj nás:

Reklamy


Reklamy