ଗୀତସଂହିତା 24:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ଵରୂପ ପରମେଶ୍ଵରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। Viz kapitolaଓଡିଆ ବାଇବେଲ5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। Viz kapitolaପବିତ୍ର ବାଇବଲ5 ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି। ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି। Viz kapitola |