ଗୀତସଂହିତା 27:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସଦାପ୍ରଭୁଙ୍କର ଅନୁସରଣ କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର। Viz kapitolaଓଡିଆ ବାଇବେଲ14 ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର। Viz kapitolaପବିତ୍ର ବାଇବଲ14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର, ବଳଶାଳୀ ଓ ସାହସିକ ହୁଅ ଏବଂ ସଦାପ୍ରଭୁଙ୍କର ଅନୁସରଣ କର। Viz kapitola |