ଗୀତସଂହିତା 28:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି। Viz kapitolaଓଡିଆ ବାଇବେଲ1 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋ’ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ’ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି। Viz kapitolaପବିତ୍ର ବାଇବଲ1 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ। ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ। Viz kapitola |