Online Bible

- Reklamy -




ଗୀତସଂହିତା 28:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟ; ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।

Viz kapitola kopírovat

ଓଡିଆ ବାଇବେଲ

7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।

Viz kapitola kopírovat

ପବିତ୍ର ବାଇବଲ

7 ସଦାପ୍ରଭୁ ହିଁ ମୋର ବଳ। ସେ ମୋର ଢାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ। ମୁଁ ଅତି ଖୁସୀ। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।

Viz kapitola kopírovat




ଗୀତସଂହିତା 28:7

Následuj nás:

Reklamy


Reklamy