ଗୀତସଂହିତା 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ। Viz kapitolaଓଡିଆ ବାଇବେଲ1 ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋ’ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ। Viz kapitolaପବିତ୍ର ବାଇବଲ1 “ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି। Viz kapitola |