ଗୀତସଂହିତା 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ଵରୂପନ୍ତ ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ। Viz kapitolaଓଡିଆ ବାଇବେଲ3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ। Viz kapitolaପବିତ୍ର ବାଇବଲ3 କିନ୍ତୁ ହେ ସଦାପ୍ରଭୁ, ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ। ତୁମ୍ଭେ ମୋର ମହିମା। ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ। Viz kapitola |