ଗୀତସଂହିତା 30:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ। Viz kapitolaଓଡିଆ ବାଇବେଲ5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ। Viz kapitolaପବିତ୍ର ବାଇବଲ5 ପରମେଶ୍ୱର କ୍ରୋଧିତ ହୁଅନ୍ତି। ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”। କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି। Viz kapitola |