ଗୀତସଂହିତା 30:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି। Viz kapitolaଓଡିଆ ବାଇବେଲ7 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି। Viz kapitolaପବିତ୍ର ବାଇବଲ7 ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ, ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ। କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ, ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି। Viz kapitola |