ଗୀତସଂହିତା 31:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି। Viz kapitolaଓଡିଆ ବାଇବେଲ10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋ’ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି। Viz kapitolaପବିତ୍ର ବାଇବଲ10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି। ମୋର ଜୀବନ ଦୁଃଖରେ ସରିଯିବ। ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି। Viz kapitola |