ଗୀତସଂହିତା 31:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଙ୍କଳ୍ପ କଲେ। Viz kapitolaଓଡିଆ ବାଇବେଲ13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋ’ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋ’ ପ୍ରାଣ ନେବା ପାଇଁ ସଂକଳ୍ପ କଲେ। Viz kapitolaପବିତ୍ର ବାଇବଲ13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ, ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି। ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି। Viz kapitola |