Online Bible

- Reklamy -




ଗୀତସଂହିତା 31:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍!

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ !

Viz kapitola kopírovat

ଓଡିଆ ବାଇବେଲ

19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍‍ !

Viz kapitola kopírovat

ପବିତ୍ର ବାଇବଲ

19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ। ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର। ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।

Viz kapitola kopírovat




ଗୀତସଂହିତା 31:19

Následuj nás:

Reklamy


Reklamy