ଗୀତସଂହିତା 31:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି। Viz kapitolaଓଡିଆ ବାଇବେଲ21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋ’ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି। Viz kapitolaପବିତ୍ର ବାଇବଲ21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ। ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ। Viz kapitola |