ଗୀତସଂହିତା 31:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ। Viz kapitolaଓଡିଆ ବାଇବେଲ22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ। Viz kapitolaପବିତ୍ର ବାଇବଲ22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।” କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ। Viz kapitola |