Online Bible

- Reklamy -




ଗୀତସଂହିତା 31:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।

Viz kapitola kopírovat

ଓଡିଆ ବାଇବେଲ

9 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।

Viz kapitola kopírovat

ପବିତ୍ର ବାଇବଲ

9 ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର। ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି। ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।

Viz kapitola kopírovat




ଗୀତସଂହିତା 31:9

Následuj nás:

Reklamy


Reklamy