ଗୀତସଂହିତା 32:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା] Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା। [ସେଲା Viz kapitolaଓଡିଆ ବାଇବେଲ4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ’ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା] Viz kapitolaପବିତ୍ର ବାଇବଲ4 ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ। ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ। ସେଲା Viz kapitola |