ଗୀତସଂହିତା 32:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। Viz kapitolaଓଡିଆ ବାଇବେଲ6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। Viz kapitolaପବିତ୍ର ବାଇବଲ6 ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ। Viz kapitola |