ଗୀତସଂହିତା 33:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ। Viz kapitolaଓଡିଆ ବାଇବେଲ22 ହେ ସଦାପ୍ରଭୁ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ। Viz kapitolaପବିତ୍ର ବାଇବଲ22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ। ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ। Viz kapitola |