ଗୀତସଂହିତା 34:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। Viz kapitolaଓଡିଆ ବାଇବେଲ7 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। Viz kapitolaପବିତ୍ର ବାଇବଲ7 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି, ସେ ସେମାନଙ୍କୁ ଉଦ୍ଧାର କରନ୍ତି। Viz kapitola |