ଗୀତସଂହିତା 35:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି। Viz kapitolaଓଡିଆ ବାଇବେଲ14 ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି। Viz kapitolaପବିତ୍ର ବାଇବଲ14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି। ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି। ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା'ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ। ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକର ପ୍ରତୀକ ଅଟେ। ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି। Viz kapitola |