ଗୀତସଂହିତା 35:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ଆକ୍ଷିଠାର ମାରିବାକୁ ଦିଅ ନାହିଁ। Viz kapitolaଓଡିଆ ବାଇବେଲ19 ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ। Viz kapitolaପବିତ୍ର ବାଇବଲ19 ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ। ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ। Viz kapitola |