Online Bible

- Reklamy -




ଗୀତସଂହିତା 35:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋʼ ପ୍ରାଣକୁ କୁହ, ଆମ୍ଭେ ତୁମ୍ଭର ପରିତ୍ରାଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋʼ ପ୍ରାଣକୁ କୁହ, ଆମ୍ଭେ ତୁମ୍ଭର ପରିତ୍ରାଣ।

Viz kapitola kopírovat

ଓଡିଆ ବାଇବେଲ

3 ମଧ୍ୟ ବର୍ଚ୍ଛା ଧରି ମୋ’ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋ’ ପ୍ରାଣକୁ କୁହ, “ଆମ୍ଭେ ତୁମ୍ଭର ପରିତ୍ରାଣ।”

Viz kapitola kopírovat

ପବିତ୍ର ବାଇବଲ

3 ଏକ ବର୍ଚ୍ଛା ଓ କୁନ୍ତ ଧର ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର। ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”

Viz kapitola kopírovat




ଗୀତସଂହିତା 35:3

Následuj nás:

Reklamy


Reklamy