Online Bible

- Reklamy -




ଗୀତସଂହିତା 35:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳି ଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

7 ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

7 ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ। ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ। ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।

Viz kapitola kopírovat




ଗୀତସଂହିତା 35:7

Následuj nás:

Reklamy


Reklamy