ଗୀତସଂହିତା 35:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ। Viz kapitolaଓଡିଆ ବାଇବେଲ9 ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ। Viz kapitolaପବିତ୍ର ବାଇବଲ9 ତା'ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି। ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ। Viz kapitola |