Online Bible

- Reklamy -




ଗୀତସଂହିତା 37:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ଵରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।

Viz kapitola kopírovat

ଓଡିଆ ବାଇବେଲ

20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।

Viz kapitola kopírovat

ପବିତ୍ର ବାଇବଲ

20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ। ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ। ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ।

Viz kapitola kopírovat




ଗୀତସଂହିତା 37:20

Následuj nás:

Reklamy


Reklamy