ଗୀତସଂହିତା 38:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ଵରୂପ। Viz kapitolaଓଡିଆ ବାଇବେଲ4 କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ। Viz kapitolaପବିତ୍ର ବାଇବଲ4 ମୁଁ ପାପ କରିଛି, ମନ୍ଦକାର୍ଯ୍ୟ କରି ସେହି ପାପ ମୋତେ ଓଜନ ଲାଗୁଛି। ମୁଁ ଅତ୍ୟନ୍ତ ଲଜ୍ଜିତ। ମୁଁ ମୁଣ୍ଡ ଉପରକୁ ଟେକିପାରୁ ନାହିଁ। Viz kapitola |