ଗୀତସଂହିତା 39:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ମୁଁ କହିଲି, ମୁଁ ଜିହ୍ଵାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି। Viz kapitolaଓଡିଆ ବାଇବେଲ1 ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋ’ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।” Viz kapitolaପବିତ୍ର ବାଇବଲ1 ମୁଁ କହିଲି, “ମୁଁ ଏଣିକି ଯାହା ବିଷୟରେ କହିବି ସାବଧାନ ହେବି। ମୁଁ ମୋର ଜିହ୍ୱାକୁ ପାପ କରିବାକୁ ସୁଯୋଗ ଦେବି ନାହିଁ। ମୁଁ ଯେତେବେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି, ମୁଁ ମୋର ମୁଖକୁ ବନ୍ଦ ରଖିବି।” Viz kapitola |