ଗୀତସଂହିତା 39:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା] Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ଵାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା Viz kapitolaଓଡିଆ ବାଇବେଲ11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା] Viz kapitolaପବିତ୍ର ବାଇବଲ11 ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ। ଉଚିତ୍ ଶିକ୍ଷା ଦେବା ପାଇଁ ଓ ସତ୍ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର। ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ। ସେଲା Viz kapitola |