ଗୀତସଂହିତା 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ। Viz kapitolaଓଡିଆ ବାଇବେଲ7 ତୁମ୍ଭେ ମୋ’ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ। Viz kapitolaପବିତ୍ର ବାଇବଲ7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ବହୁ ଭାବରେ ଅତି ଆନନ୍ଦ ପ୍ରଦାନ କରି ସୁଖୀ କରିଛ। ମୁଁ ବର୍ତ୍ତମାନ ବହୁତ ଖୁସୀ। ଫସଲ ଅମଳ ସମୟଠାରୁ, ଯେତେବେଳେ ଆମ୍ଭେ ଶସ୍ୟଅମଳ କରୁ, ଦ୍ରାକ୍ଷାରସ ଉତ୍ପାଦନ କରୁ, ସେତେବେଳେ ଆମ୍ଭେ ଆନନ୍ଦରେ ଏହାକୁ ପର୍ବ ଭାବରେ ପାଳନ କରୁ। Viz kapitola |