ଗୀତସଂହିତା 40:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ଵାସଭୂମି କରେ, ପୁଣି ଅହଂକାରୀକି ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ। Viz kapitolaଓଡିଆ ବାଇବେଲ4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ। Viz kapitolaପବିତ୍ର ବାଇବଲ4 ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ। ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ। Viz kapitola |