Online Bible

- Reklamy -




ଗୀତସଂହିତା 40:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଙ୍କଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।

Viz kapitola kopírovat

ଓଡିଆ ବାଇବେଲ

5 ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।

Viz kapitola kopírovat

ପବିତ୍ର ବାଇବଲ

5 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ। ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ। କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ। ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ।

Viz kapitola kopírovat




ଗୀତସଂହିତା 40:5

Následuj nás:

Reklamy


Reklamy