ଗୀତସଂହିତା 41:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି। Viz kapitolaଓଡିଆ ବାଇବେଲ9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି। Viz kapitolaପବିତ୍ର ବାଇବଲ9 ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି। କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି। Viz kapitola |