ଗୀତସଂହିତା 42:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ଶ୍ରୀମୁଖର ପ୍ରସନ୍ନତା ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି। Viz kapitolaଓଡିଆ ବାଇବେଲ5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି। Viz kapitolaପବିତ୍ର ବାଇବଲ5 ହେ ମୋର ପ୍ରାଣ, କାହିଁକି ମୁଁ ଏତେ ବ୍ୟାକୁଳ? “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମୋତେ ରକ୍ଷା କରିବେ। Viz kapitola |