ଗୀତସଂହିତା 42:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି। Viz kapitolaଓଡିଆ ବାଇବେଲ7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି। Viz kapitolaପବିତ୍ର ବାଇବଲ7 ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ, ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ। ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ। Viz kapitola |